ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ଓ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି

ଆସନ୍ତା ୨୪ ଘଣ୍ଟା ମଧ୍ୟରେ ୧୦ ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ଓ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।
ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ଯେ ୧୦ ଟି ଜିଲ୍ଲାରେ ପ୍ରବଳ ବର୍ଷା ସହ ଘଡଘଡି ଓ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେଗୁଡି ହେଲା ସୁନ୍ଦରଗଡ଼, ସମ୍ବଲପୁର, ଦେଓଗଡ଼, ବଲାଙ୍ଗୀର, ବୌଦ୍ଧ, ସୋନପୁର, ରାୟଗଡ଼ା, ଗଜପତି, କୋରାପୁଟ ଓ କଳାହାଣ୍ଡି ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଁ ଦିଆ ଯାଇଛି ।